
ମୋରଡ଼ା : ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ଦୁଇଜଣ ଗୁରୁତର ହୋଇଛନ୍ତି । ଗତ କିଛି ଦିନ ହେବ ମୋରଡ଼ା, ବେତନଟୀ, ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ହାତୀ ପଲ ତାଣ୍ଡବ ରଚୁଛନ୍ତି। ରବିବାର ଦିନ ମଧ୍ୟ ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଜଣଙ୍କୁ ହାତୀ ଦଳି ମାରିଦେଇଥିଲା। ଜିଲ୍ଲାର କରଞ୍ଜିଆ ବ୍ଲକ ଅଞ୍ଚଳରେ ମଧ୍ୟ ହାତୀପଲ ଧାନକ୍ଷେତ ନଷ୍ଟ କରିଛନ୍ତି।

The post ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ first appeared on Sambad.
from ଜିଲ୍ଲା – Sambad https://ift.tt/31r3baG
0 Comments