
ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୦୭୮ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୩୮୫୨ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୭୪ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୪୪୨ଟି ଭୋଟ୍ ପାଇଛନ୍ତି ।
The post ପ୍ରଥମ ରାଉଣ୍ଡରେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ୧୦୭୮ ଭୋଟରେ ଆଗୁଆ first appeared on Sambad.
from ଜିଲ୍ଲା – Sambad https://ift.tt/3likMcv
0 Comments