ବାରିପଦା: ୪ ବର୍ଷର ଶିଶୁ କନ୍ୟାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଥିବା ଜଣାଯାଇଛି। ବାରିପଦା ଟାଉନ ଥାନା ଅଞ୍ଚଳରେ ଘଟିଛି ଏପରି ଲଜ୍ଜାଜନକ ଘଟଣା। ମିଳିଥିବା ସୂଚନା ଅନୁସାରେ ନିକଟସ୍ଥ ଏକ ଜଙ୍ଗଲକୁ ବୁଲାଇନେବା ବାହାନାରେ ଦୁଷ୍କର୍ମକାରୀ ଏପରି କରିଥିବା ଜଣାପଡ଼ିଛି। ପୁଲିସ ଅଭିଯୁକ୍ତକୁ ଗିରଫ କରିଛି।

 

The post ୪ ବର୍ଷର ଶିଶୁ କନ୍ୟାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ first appeared on Sambad.



from ଜିଲ୍ଲା – Sambad https://ift.tt/3kvhCRt