ବରଗଡ଼: ବରଗଡ଼ ଜିଲ୍ଲାର ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ଦହିତା ପଞ୍ଚାୟତ ନିର୍ବାହୀ ଅଧିକାରୀ ପୁରନ୍ଦର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଥିବାର ଖବର ମିଳିଛିା

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ବରଗଡ଼ ଭିଜିଲାନ୍ସ ଟିମ୍ ପୁରନ୍ଦର ସାହୁଙ୍କ ଘରେ ଚଢ଼ଉ କରୁଛିା ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭଯୋଗରେ ତାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଥିବାର ସୂଚନା ମିଳିଛିା

The post ବରଗଡ଼: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ first appeared on Sambad.



from ଜିଲ୍ଲା – Sambad https://ift.tt/2K38KpN