ଭୁବନେଶ୍ବର : ପ୍ରଫେସର ସଂଜୀବ ମିତ୍ତଲ ସମ୍ବଲପୁର ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ ହୋଇଛନ୍ତି । ତାଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶି ଲାଲ ନିଯୁକ୍ତି ଦେଇଛନ୍ତି । ତାଙ୍କ କାର୍ଯ୍ୟକାଳ ୪ ବର୍ଷ ରହିବ ।  ସେ ବର୍ତ୍ତମାନ ଦିଲ୍ଲୀର ୟୁନିଭର୍ସିଟି ସ୍କୁଲ ଅଫ ମ୍ୟାନେଜମେଣ୍ଟ, ଗୁରୁ ଗୋବିନ୍ଦ ସିଂ ଇନ୍ଦ୍ରପ୍ରସ୍ଥ ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ଅଛନ୍ତି ।

The post ପ୍ରଫେସର ସଂଜୀବ ମିତ୍ତଲ ସମ୍ବଲପୁର ବିଶ୍ବବିଦ୍ୟାଳୟର ନୂଆ କୁଳପତି first appeared on Sambad.



from ଜିଲ୍ଲା – Sambad https://ift.tt/3p2AD0L