କଟକ: ମହାନଦୀ ବିହାର ଗ୍ରାମ୍ୟବ୍ୟାଙ୍କରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ଏହି ଅଘଟଣ। ଅଫିସ କାର୍ଯ୍ୟାଳୟ ବନ୍ଦ ରହିଥିଲା ବେଳେ ଏସିରୁ ସଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିଲା ବୋଲି କୁହାଯାଉଛି।

ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିଛି। ତେବେ ଖବର ପାଇ ଅଗ୍ନିଶମ ବାହିନୀ ଘଟଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

The post ମହାନଦୀ ବିହାର ଗ୍ରାମ୍ୟବ୍ୟାଙ୍କରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି first appeared on Sambad.

from ଜିଲ୍ଲା | Sambad https://ift.tt/2Pc3tz3