
ରା.ଉଦୟଗିରି: ଗଜପତି ଜିଲ୍ଲା ରା.ଉଦୟଗିରି ପଞ୍ଚାୟତରେ ଜନୈକା ନାବାଳିକା ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଦାଦାକୁ ପୁଲିସ ଗିରଫ କରିଛି। ଗତକାଲି ରାତିରେ ପୀଡ଼ିତା ଓ ଅଭିଯୁକ୍ତଙ୍କୁ ଥାନାକୁ ଅଣାଯାଇ ପଚରାଉଚରା କରାଯାଇଥିବା ବେଳେ ଆଜି ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଥିଲା। ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ନାବାଳିକାକୁ ଶିଶୁ ସୁରକ୍ଷା ବିଭାଗକୁ ହସ୍ତାନ୍ତର କରାଯାଇଛି।
The post ନାବାଳିକା ଗର୍ଭବତୀ, ଦାଦା ଗିରଫ first appeared on Sambad.from ଜିଲ୍ଲା | Sambad https://ift.tt/2Tl7inR
0 Comments