
କଟକ: କଟକ ମହାନଗରରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପ୍ରାପ୍ତ ସୂଚନା ଅନୁସାରେ କଟକର ଗଡ଼ଗଡ଼ିଆ ମନ୍ଦିର ନିକଟରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି।ଖବର ପାଇ ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ପହଞ୍ଚି ଦୁଇଜଣଙ୍କୁ ଆମ୍ବୁଲାନ୍ସ ଯୋଗେ ଏସସିବି ମେଡିକାଲକୁ ପଠାଇଛି। ମୃତକଙ୍କର ପରିଚୟ ମିଳିନାହିଁ।
The post କଟକରେ ଦୁର୍ଘଟଣା: ଜଣଙ୍କର ମୃତ୍ୟୁ, ଦୁଇ ଆହତ first appeared on Sambad.from ଜିଲ୍ଲା | Sambad https://ift.tt/3D9J8xT
0 Comments