
ଯାଜପୁରଟାଉନ/ସଦର : ଯାଜପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟ ୨୦୧୬ ମସିହାରେ ଯାଜପୁର ରୋଡ୍ ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀ ପ୍ରଦୀପ ନାଥ (୩୦)କୁ ୧୦ ବର୍ଷ ଜେଲ୍ ଦଣ୍ଡ ସହ ୧ ଲକ୍ଷ ଟଙ୍କାର ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ଏକବର୍ଷ ଦଣ୍ଡାଦେଶ ଶୁଣାଇଛନ୍ତି ବିଚାରପତି। ନାବାଳିକାଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ଜିଲ୍ଲା ଆଇନ ସେବା ପ୍ରାଧିକାରଣ ବୋର୍ଡକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
The post ନାବାଳିକାକୁ ଦୁଷ୍କର୍ମ ଘଟଣା: ଦୋଷୀକୁ ୧୦ ବର୍ଷ ଜେଲ୍ first appeared on Sambad.from ଜିଲ୍ଲା | Sambad https://ift.tt/3EmWmsb
0 Comments